ନୂତନ ଭାବେ ଯୋଗଦେଇଥିବା ପ୍ରଧାନଶିକ୍ଷୟତ୍ରୀଙ୍କୁ ସମ୍ବର୍ଦ୍ଧନା
ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା):ଭଣ୍ଡାରିପୋଖରୀ ବ୍ଲକ ଦେଓପଦା ସ୍ଥିତ ଶାନ୍ତିବଟ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ଭାବେ ଯୋଗଦେଇଥିବା ପ୍ରଧାନଶିକ୍ଷୟତ୍ରୀ ସରୋଜିନୀ ମହାପାତ୍ରଙ୍କୁ ବିଦ୍ୟାଳୟ ପରିଚାଳନା କମିଟି
Read more


