ନୂତନ ଶିକ୍ଷାବର୍ଷ ନିମନ୍ତେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ସାକ୍ଷାତ୍ କଲେ  ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର ଗୁରୁଜୀ ଗୁରୁମା

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ସ୍ଥିତ ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର ସମସ୍ତ ଗୁରୁଜୀ ଗୁରୁମା ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କୁ

Read more

Advertisement

ଏବେ ଏବେ