ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଳକ ଅନ୍ତର୍ଗତ ବାଲିପଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ