ପଂଚାୟତ ହାଇସ୍କୁଲ ପୁରୁଷୋତ୍ତମପୁରର ଅବସରକାଳୀନ ସମ୍ବର୍ଦ୍ଧନାସଭା
କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମପୁର ପଂଚାୟତ ହାଇସ୍କୁଲରେ ଅଣଶିକ୍ଷାକର୍ମଚାରୀ ପ୍ରଫୁଲ୍ଲ କୁମାର ମହାନ୍ତିଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ ନିମନ୍ତେ ଏକ ସଭା ଅନୁଷ୍ଠିତ ହୋଇଯାଇଛି
Read more


