ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ପ୍ରସ୍ତୁତି ଆରମ୍ଭ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ):କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ ପ୍ରଭାରୀ ତଥା ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନ୍‌ଗୋ ଆସନ୍ତା ପଞ୍ଚାୟତ ନିର୍ବାଚନ ପାଇଁ କେନ୍ଦ୍ରାପଡାରେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ।

Read more

Advertisement

ଏବେ ଏବେ