ପଟ୍ଟାମୁଣ୍ଡାଇ ଏମ.ଏନ.ହାଇସ୍କୁଲରେ ପିଲାଙ୍କୁ ପାଠ ପଢାଇଲେ ଜିଲ୍ଲାପାଳ
କେନ୍ଦ୍ରାପଡା,(ଯୁଗାବ୍ଦ ନ୍ୟୁଜ୍): କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ମନ୍ନଥନାଥ ହାଇସ୍କୁଲରେ ଜିଲ୍ଲାପାଳ ସମର୍ଥ ବର୍ମା ମଙ୍ଗଳବାର ପୂର୍ବାହ୍ନରେ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢାଇଥିବାର ଦେଖାଯାଇଛି । ଜିଲ୍ଲାପାଳ ଶ୍ରୀ ବର୍ମା
Read more


