ପଟ୍ଟାମୁଣ୍ଡାଇ ଶୁଖୁଆବସ୍ତିବାସିନ୍ଦାଙ୍କୁ ଥଇଥାନ ଦାବିରେ ଜିଲ୍ଲାପାଳଙ୍କୁ ଦାବିପତ୍ର
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ଶୁଖୁଆବସ୍ତବାସିନ୍ଦାଙ୍କୁ ଥଇଥାନ ଦାବିରେ ଆଜି ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ପଟ୍ଟାମୁଣ୍ଡାଇ ବେଲତଳର ଶୁଖୁଆପଡା ବସ୍ତିବାସିନ୍ଦା ସଙ୍ଘ
Read more


