ପଦ୍ମନାଭପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କର୍ମଚାରୀ ଅଭାବ ଓ କର୍ତ୍ତବ୍ୟରେ ଅବହେଳା ଯୋଗୁଁ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ
ଦିଗପହଣ୍ଡି, (ଓ୍ବାଇଏନ୍ଏସ୍):ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ପଦ୍ମନାଭପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେଲା ଖାଲି ପଡ଼ିଥିବା କର୍ମଚାରୀ ପଦବୀ ପୂରଣ ଦାବୀରେ ବୁଧବାର ସକାଳୁ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ବହୁ
Read more


