ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବଡକୋଦଣ୍ଡାରେ ଅନୁଷ୍ଠିତ ହେଲା ବିଶ୍ବ ପ୍ରସିଦ୍ଧ ଡେରାବେଶ
ଭଞ୍ଜନଗର, (ସନ୍ତୋଷ କୁମାର ଜେନା):ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଳକ ଅନ୍ତର୍ଗତ ବଡକୋଦଣ୍ଡା ଗ୍ରାମରେ ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଶ୍ବ ପ୍ରସିଦ୍ଧ ଡେରାବେଶ ଅନୁଷ୍ଠିତ ହୋଇଯାଇଛି
Read more