କୋଭିଡ୍ ନିୟମ ଉଲ୍ଲଂଘନ: ୨ ଚା’ ଦୋକାନ ସିଲ୍, ପରିବାରବର୍ଗଙ୍କୁ ୨୮ ଦିନ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ନିର୍ଦ୍ଦେଶ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଅଧିନସ୍ଥ ସିମନବାଡ଼ି ଠାରେ ୨ଟି ଚା’ଦୋକାନ ଖୋଲାଯିବା ଏବଂ ପ୍ରଶାସନର ନିର୍ଦ୍ଦେଶକୁ ଅବମାନନା
Read more


