ତାଲା ପଡ଼ିଛି ସେଲୁନ, ପରିବାର ପୋଷଣ ଚିନ୍ତାରେ ଦୋକାନୀ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):ସାରା ଦେଶରେ ଲକଡାଉନ ଘୋଷଣା ଜାରି ରହିଛି। ଏଣୁ ଗରିବ ପରିବାର ନିଜର ଜୀବିକା ହରାଇ ଘରେ ବସିଛନ୍ତି। ପରିବାର ପୋଷିବାକୁ ସମସ୍ତେ ଚିନ୍ତାରେ।

Read more

Advertisement

ଏବେ ଏବେ