ପରିମଳ କର୍ମଚାରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) :କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ପକ୍ଷରୁ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ପରିମଳ କର୍ମଚାରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ