ବୁଗୁଡା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଅନୁଷ୍ଠିତ

ବୁଗୁଡ଼ା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ଗୁଗୁଡା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଅକ୍ଟୋବର ୧୮ ତାରିଖ ଦିନ ବି.ଡି.ପୁର ବୁଦ୍ଧଗିରି ବିଦ୍ୟାପୀଠରେ ଅନୁଷ୍ଠିତ ହୋଇଯାଇଛି।

Read more

ପଲ୍ଲିଶ୍ରୀ ବିଜ୍ଞାନ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ବ୍ଳକ ଅନ୍ତର୍ଗତ ବଣରାମଚନ୍ଦ୍ରପୁର ପଲ୍ଲିଶ୍ରୀ ମହିଳା ମହାବିଦ୍ୟାଳୟରେ ଅକ୍ଟୋବର ୧୮ ତାରିଖ, ବୁଧବାର ଦିନ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ