ପାନୀୟ ଜଳ ପାଇଁ ଗ୍ରାମବାସୀ ଙ୍କ ଆନ୍ଦୋଳନ

ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ):ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ଖଇରପଙ୍କ ଗ୍ରାମରେ ଉତ୍କଟ ପାନୀୟ ଜଳ ସମସ୍ୟା ର ସ୍ଥାୟୀ ସମାଧାନ ନେଇ ଗୁରୁବାର ଗ୍ରାମବାସୀ ଆନ୍ଦୋଳନ କରିଛନ୍ତି।

Read more

Advertisement

ଏବେ ଏବେ