ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓଙ୍କ ଘରେ ପଶି ଆତ୍ମୀୟ ଙ୍କୁ ହତ୍ୟା ଉଦ୍ୟମ କରି ଚମ୍ପଟ ମାରିଲେ ଦୁଇ ଦୁର୍ବୃତ୍ତ
ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ଠାରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି । ସନ୍ଧ୍ୟାରେ ଦୁଇ ଜଣ ଅଜଣା ଯୁବକ ପାରଳାଖେମୁଣ୍ଡି
Read more