ପାରଳାଖେମୁଣ୍ଡି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୭ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳିତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ୩୭ତମ ବାର୍ଷିକ କ୍ରୀଡ଼ା ଉତ୍ସବ ମହାସମାରୋହରେ ପାଳିତ ହେଇଯାଇଅଛି।
Read more


