ପାରଳାରେ ଭକ୍ତିମୟ ପରିବେଶରେ ଭାଗବତ ପାରାୟଣ ସପ୍ତାହ ଆରମ୍ଭ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଭଣ୍ଡାରୀ ସାହି ଠାରେ ଭକ୍ତିମୟ ପରିବେଶରେ ଭାଗବତ ପାରାୟଣ ସପ୍ତାହ ଆରମ୍ଭ ହୋଇଯାଇଛି ।

Read more

Advertisement

ଏବେ ଏବେ