ପାରଳାର ଭକ୍ତି ସଙ୍ଗୀତ ସଂସଦ ପକ୍ଷରୁ ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ସ୍ୱର୍ଗତା ଶାନ୍ତିଲତା ବାରିକଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ପାରଳାଖେମୁଣ୍ଡିର ସର୍ବ ପୁରାତନ ସାଂସ୍କୃତିକ ଅନୁଷ୍ଠାନ ଭକ୍ତି ସଙ୍ଗୀତ ସଂସଦ ପରିସରରେ ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ସ୍ୱର୍ଗତା ଶାନ୍ତିଲତା ବାରିକଙ୍କ ଶୋକସଭା ଅନୁଷ୍ଠାନର ପ୍ରତିଷ୍ଠାତା
Read more


