ପାରଳା ନିର୍ବାଚନ ମଣ୍ଡଳୀର କଂଗ୍ରେସ କର୍ମୀ ସମ୍ମିଳନୀ ବିଜେଡିକୁ ଯାଇଥିବା ଯୁବନେତା ପୁଣି କଂଗ୍ରେସକୁ ଫେରିଲେ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ପାରଳାଖେମୁଣ୍ଡି ଠାରେ ଥିବା ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଆଜି ପାରଳା ନିର୍ବାଚନ ମଣ୍ଡଳୀର କଂଗ୍ରେସ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।
Read more