ପାରଳା ପୌର ପରିଷଦ ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ସଚେତନତା

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ପାରଳାଖେମୁଣ୍ଡି ପୌରପରିଷଦ ପକ୍ଷରୁ ଗଠନ ହୋଇଥିବା ସ୍ୱଚ୍ଛ ସାଥୀ ଦଳଙ୍କ ଦ୍ୱାରା ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ