ପୁଞ୍ଜିଲାଲଙ୍କ ଅନ୍ତରୀଣ ଜାମିନ ଆବେଦନ ଖାରଜ

କଟକ : ବହୁଚର୍ଚ୍ଚିତ ପାଟଣାଗଡ଼ ବୋମା ବିସ୍ଫୋରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କ ଅନ୍ତରୀଣ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି ।

Read more

Advertisement

ଏବେ ଏବେ