ପୁଣି ଏକ ଘରୋଇ ହସ୍ପିଟାଲ ସିଲ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଆଉ ଏକ ଘରୋଇ ହସ୍ପିଟାଲକୁ ସିଲ କରାଯାଇଛି । ବରମୁଣ୍ଡା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲକୁ ସିଲ କରାଯାଇଛି ।

Read more

Advertisement

ଏବେ ଏବେ