ପୁନର୍ବାସ ପକ୍ଷରୁ ମେଧାବୀ ଦିବ୍ୟାଙ୍ଗଙ୍କୁ ମେଧାବୃତ୍ତି ପ୍ରଦାନ ଉତ୍ସବ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସହରର ମାଧପୁରସ୍ଥିତ ଅମର ଉଦ୍ୟାନରେ ପୁନର୍ବାସ ପକ୍ଷରୁ ମେଧାବୀ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କ ପାଇଁ ବାର୍ଷିକ ମେଧାବୃତ୍ତି ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।
Read more