ପୁରାତନ ଛାତ୍ର ସଂସଦର ବାର୍ଷିକ ସମ୍ବର୍ଦ୍ଧନା ଉତ୍ସବ

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍‌): ଛତ୍ରପୁର ବ୍ଲକ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ଶ୍ରୀନୀଳକଣ୍ଠଶ୍ୱର ବିଦ୍ୟାପୀଠର ପୁରାତନ ଛାତ୍ର ସଂସଦର ବାର୍ଷିକ ସମ୍ବର୍ଦ୍ଧନା ଉତ୍ସବ ସଭାପତି ଗଦାଧର ରାଉଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ