ପୁରୀରୁ ଆରମ୍ଭ ହେଲା ସେରୋଲୋଜିକାଲ ଟେଷ୍ଟ

ପୁରୀ : ପୁରୀରୁ ଆରମ୍ଭ ହୋଇଛି ସେରୋଲୋଜିକାଲ ଟେଷ୍ଟ । ବାହୁଡା ଯାତ୍ରା ଥିବାରୁ ପୁରୀକୁ ପ୍ରାଥମିକତା ଦିଆଯାଉଛି। ପୁରୀ ପରେ ଭୁବନେଶ୍ୱରରେ ଏହି ଟେଷ୍ଟ କରାଯିବ।

Read more

Advertisement

ଏବେ ଏବେ