ପୁସ୍ତକ ମେଳାରେ ଡିଏଭି ପବ୍ଲିକ ସ୍କୁଲର ସାଂସ୍କୃତିକ ବିଚିତ୍ରା
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ରାଜ୍ୟ ସ୍ତରୀୟ ପୁସ୍ତକ ମେଳାର ସପ୍ତମ ସନ୍ଧ୍ୟାରେ ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଡିଏଭି ପବ୍ଲିକ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ
Read more


