ପୈାରସଂସ୍ଥା ଯାତ୍ରୀନିବାସକୁ ଉପଜିଲ୍ଲାପାଳଙ୍କ ଅଫିସ ସ୍ଥାନାନ୍ତରକୁ ବିରୋଧ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ପୈାରସଂସ୍ଥା ଯାତ୍ରୀ ନିବାସକୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତରକୁ ବିରୋଧ କରାଯାଇ ଜିଲ୍ଲାପାଳଙ୍କ ଉଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପିତାମ୍ବର ସାମଲଙ୍କୁ ଏକ ଦାବିପତ୍ର ପ୍ରଦାନ
Read more


