ପୋଲରୁ ଖସି ଖଡ଼ଗ ନଦୀ ଗର୍ଭରେ ବ୍ୟକ୍ତି ନିଖୋଜ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):ପୋଲରୁ ନଦୀ ଗର୍ଭରେ ପଡ଼ି ବ୍ୟକ୍ତି ନିଖୋଜ । ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଲଣ୍ଡାଗାଁ ପଞ୍ଚାୟତର ମୁଠାବାଲି ଅଞ୍ଚଳରେ

Read more

Advertisement

ଏବେ ଏବେ