ପ୍ରତି ବ୍ଲକ୍ରେ ବସ୍ ଷ୍ଟାଣ୍ଡ ସକାଶେ ସ୍ଥାନ ପ୍ରଦାନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ରାଜସ୍ବ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି ।ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ
Read more


