ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାସ୍ ଫେଲ୍ ବ୍ୟବସ୍ଥା ତୁରନ୍ତ ଲାଗୁ କରିବା ଦାବିରେ ଏସ୍.ୟୁ.ସି.ଆଇ (କମ୍ୟୁନିଷ୍ଟ) ପକ୍ଷରୁ ସାରା ଓଡ଼ିଶା ଦାବି ଦିବସ ପାଳିତ
ଭୁବନେଶ୍ୱର, : ପ୍ରାଥମିକ ଶିକ୍ଷାସ୍ତରରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାସ୍ ଫେଲ୍ ବ୍ୟବସ୍ଥା ଲାଗୁ କରିବାକୁ ଏସ୍.ୟୁ.ସି.ଆଇ. (କମ୍ୟୁନିଷ୍ଟ) ପକ୍ଷରୁ ଦାବି କରାଯାଇଛି ।
Read more