ପ୍ରଦୀପ ପାଣିଗ୍ରାହୀଙ୍କ ସହ ମିଶି ବେଆଇନ୍ ଜମି କାରବାର ଅଭିଯୋଗରେ ସୋରଡ଼ା ବିଧାୟକ ପୁର୍ଣ୍ଣଚନ୍ଦ୍ର ସ୍ଵାଇଁଙ୍କ କୁଶପୁତ୍ତଳିକା ଦାହ କଲା ବିଜେପି
ବେଲଗୁଣ୍ଠା, (ସନ୍ତୋଷ ବିଷୋୟୀ): ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ସୋରଡ଼ା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀଙ୍କ ନେତୃତ୍ୱରେ ସୋରଡ଼ା ତହସିଲ କାର୍ଯ୍ୟାଳୟ
Read more


