ପ୍ରଧାନମନ୍ତ୍ରୀଙ୍କ ଜନ୍ମ ସପ୍ତାହରେ କେନ୍ଦ୍ରୀୟ ବିଦ୍ୟାଳୟ ସମୂହର ଇ-କ୍ଲାସରୁମ୍ ଲୋକାର୍ପିତ
ଭୁବନେଶ୍ୱର- ସେପ୍ଟେମ୍ବର ୧୪ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ସପ୍ତାହରେ କେନ୍ଦ୍ରୀୟ ବିଦ୍ୟାଳୟ ସମୂହର ଇ କ୍ଲାସରୁମ୍ ଶନିବାର ଭୁବନେଶ୍ୱର ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଲୋକାର୍ପିତ ଇଯାଇଛି
Read more


