ପ୍ରଧାନମନ୍ତ୍ରୀଙ୍କ ନାମରେ ସାମାଜିକ ଗଣମାଧ୍ୟମରେ ଅପପ୍ରଚାର ପାଇଁ ୪ଜଣ ଗିରଫ

କେନ୍ଦ୍ରାପଡା:ପ୍ରଧାନମନ୍ତ୍ରୀଙ୍କ ନାମରେ ସାମାଜିକ ଗଣମାଧ୍ୟମରେ ଅପ ପ୍ରଚାର ଯୋଗୁ କେନ୍ଦ୍ରାପଡା ଟାଉନ ଥାନା ପକ୍ଷରୁ ୪ଜଣଙ୍କୁ ଗିରଫ କରାଯାଇ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି ।

Read more

Advertisement

ଏବେ ଏବେ