ପ୍ରାକ୍ତନ ଅଧ୍ୟକ୍ଷଙ୍କ ବିୟୋଗରେ ଶୋକସଭା

ନାଉଗାଁ, (ଯୁଗାବ୍ଦ ନ୍ୟୁଜ) : ନାଉଗାଁ ବ୍ଲକସ୍ଥିତ ଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ମହାନ୍ତିଙ୍କ ବିୟୋଗରେ ମହାବିଦ୍ୟାଳୟ ପରିସରରେ ବୁଧବାର ଶୋକସଭା ଅନୁଷ୍ଟିତ ହୋଇଯାଇଛି ।

Read more

Advertisement

ଏବେ ଏବେ