ଫିରିଙ୍ଗିଆ କଲେଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ମୃତ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି । ଏକ ଅଜଣା ଗାଡ଼ି ଧକ୍କାରେ ୨ ବନ୍ଧୁଙ୍କର ମୃତ୍ୟୁ ହୋଇଛି।

Read more

Advertisement

ଏବେ ଏବେ