ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟର ରାତ୍ର ଜଗୁଆଳି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ
କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟରେ ରାତ୍ର ଜଗୁଆଳି ଭାବରେ କାର୍ଯ୍ୟରତ ଅଜୟ କୁମାର ମଲ୍ଲିକଙ୍କୁ ଭିଜିଲାନ୍ସ କାବୁ କରିବାରେ ସଫଳ ହୋଇଛି
Read more


