ବଉଳା ମହାବିଦ୍ୟାଳୟରେ ଯୁବ ବିକାଶ କାର୍ଯ୍ୟକ୍ରମ

ହାଟଡ଼ିହି, (ବିକାଶ ବିଶ୍ୱାଳ ) : ସ୍ଥାନୀୟ ବଉଳା ଯୁକ୍ତ ଦୁଇ ମହାବିଦ୍ୟାଳୟ ପରିସରରେ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ