ବକେୟା ଅର୍ଥକୁ ନେଇ ଗାଡିମାଲିକଙ୍କୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):ଗାଡି ଭଡା ବାବଦ ବକେୟା ଅର୍ଥ ଅଦାୟକୁ ନେଇ ଜଣେ ଗାଡି ମାଲିକଙ୍କୁ ହତ୍ୟା କରାଯାଇଥିବା କେନ୍ଦ୍ରାପଡା ସଦର ଥାନାରେ ଅଭିଯୋଗ ହୋଇଛି ।

Read more

Advertisement

ଏବେ ଏବେ