ବଛାଳୋ ଓ ରୋହିଆ ପଂଚାୟତରେ ସଚେତନତା କାର୍ଯ୍ୟକ୍ରମ

ନାଉଗାଁ, (ଯୁଗାବ୍ଦ ନ୍ୟୁଜ):ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅନ୍ତର୍ଗତ ବଛାଳୋ ଓ ରୋହିଆ ପଂଚାୟତରେ ‘ଆମ ଓଡିଶା ନବୀନ ଓଡିଶା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ