ବଜାରଦାଣ୍ଡି ଅଙ୍ଗନୱାଡିକେନ୍ଦ୍ରରେ ବ୍ୟାପକ ଦୁର୍ନୀତି ବିରୋଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ମହୁ ଗ୍ରାମପଞ୍ଚାୟତର ବଜାରଦାଣ୍ଡି ଅଙ୍ଗନୱାଡିକେନ୍ଦ୍ରରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି ।
Read more