ବଡଡୁମ୍ବୁଳା ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟରେ ଅନିୟମିତତା ଅଭିଯୋଗ : ତଦନ୍ତ ନିମନ୍ତେ ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ , ବିଡ଼ିଓ ଙ୍କୁ ସ୍ମାରକପତ୍ର ପ୍ରଦାନ
ଦିଗପହଣ୍ଡି,(ୱାଇଏନ୍ଏସ୍): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ବଡଡୁମ୍ବୁଳା ପଞ୍ଚାୟତ ଅଧୀନ ଗାଁ ମାନଙ୍କରେ ସରକାରୀ ଯୋଜନାରେ କାର୍ଯ୍ୟକାରୀ ହେଉଥିବା ଉନ୍ନୟନମୂଳକ କାର୍ଯ୍ୟରେ ବହୁ ଅନିୟମିତତା,ପ୍ରୀୟାପ୍ରିତି ଓ ଦୁର୍ନୀତି
Read more


