ବରିଷ୍ଠ ଶିକ୍ଷକ ଆନନ୍ଦ ଚନ୍ଦ୍ର ରାଉତଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ବ୍ଲକ ଓଡଙ୍ଗ ପଞ୍ଚାୟତ ସରମରା ସରକାରୀ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ଆନନ୍ଦ ଚନ୍ଦ୍ର ରାଉତଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।

Read more

Advertisement

ଏବେ ଏବେ