ବଳଦେବ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ରେଡକ୍ରସ ଦିବସ ପାଳିତ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ବଳଦେବ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ନୃସିଂହ ଚରଣ ତ୍ରିପାଠୀଙ୍କ ତତ୍ୱାବଧାନରେ ବିଶ୍ୱ ରେଡକ୍ରସ ଦିବସ ପାଳିତ ହୋଇଯାଇଛି ।

Read more

Advertisement

ଏବେ ଏବେ