ବାଇକ୍ ଦୁର୍ଘଟଣାରେ ୧ଗୁରୁତର

ବନ୍ତ,(ଯୁଗାବ୍ଦ ନ୍ୟୁଜ୍) : ବନ୍ତ ଥାନା ଅଧିନ ଭଦ୍ରକ-ଆନନ୍ଦପୁର ୫୩ନଂ.ରାଜ୍ୟ ରାଜପଥର ଚାଇଁପୁର ଛକ ଠାରେ ବାଇକ୍ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ଜଣାଯାଇଛି ।

Read more

Advertisement

ଏବେ ଏବେ