ବାଘିଆଟାଙ୍ଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅସୁରକ୍ଷିତ ଶ୍ରେଣୀଗୃହ ମରାମତି ନେଇ ଛାତ୍ରଛାତ୍ରୀଙ୍କ ରାସ୍ତା ଅବରୋଧ
ରାଇରଙ୍ଗପୁର, (ଅକ୍ଷୟ କୁମାର ବିଶ୍ଵାଳ):ମୟୂରଭଂଜ ଜିଲ୍ଲାର ବିଜାତଳା ବ୍ଲକ ସନ୍ନିକଟ ୧୯୫୬ ମସିହାରେ ସ୍ଥାପିତ ହୋଇଥିବା ବାଘିଆଟାଙ୍ଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀ ଗୃହ ଗୁଡିକ ମରାମତି
Read more


