ବାଜପେୟୀଙ୍କ ଦ୍ଵିତୀୟ ଶ୍ରାଦ୍ଧ ବାର୍ଷିକ ପାଳନ

ବୁଗୁଡା,(ଅନିଲ କୁମାର ମହାରଣା): ବୁଗୁଡା ନଗର ବିଜେପି ପକ୍ଷରୁ ରବିବାର ଦିନ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ଵିତୀୟ ଶ୍ରାଦ୍ଧ ବାର୍ଷିକ ପାଳନ କରାଯାଇଛି।

Read more

Advertisement

ଏବେ ଏବେ