ବାଦାମ ପାହାଡ଼ରେ ସ୍ବେଛାସେବୀ ଅନୁଷ୍ଠାନ ତରଫରୁ ୨୧ ଜଣ ଯକ୍ଷ୍ମା ରୋଗୀଙ୍କୁ ମାଗଣାରେ ଖାଦ୍ୟ ପୁଡିଆ ବଣ୍ଟନ
ରାଇରଙ୍ଗପୁର,(ଅକ୍ଷୟ ବିଶ୍ବାଳ): କୁସୁମି ବ୍ଳକ ଅନ୍ତର୍ଗତ ବାଦାମପାହାଡ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଯକ୍ଷ୍ମା ରୋଗୀଙ୍କ ପାଇଁ ପୁଷ୍ଟିକର ଖାଦ୍ୟ ପୁଡିଆ ବଣ୍ଟନ କାର୍ଯକ୍ରମର ଆୟୋଜନ କରାଯାଇଥିଲା ।
Read more