ବାରିପଦା ପୌରପାଳିକା ଅବସରପ୍ରାପ୍ତ କର୍ମଚାରୀ ସଂଘର ବୈଠକ
ବାରିପଦା,(ମୁରାରୀ ମୋହନ ମହାପାତ୍ର):ବାରିପଦା ପୌରପାଳିକା ପରିସରରେ ପୌରପାଳିକା ଅବସରପ୍ରାପ୍ତ ଅବସରପ୍ରାପ୍ତ କର୍ମଚାରୀ ସଂଘର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ କମିଟି ବୈଠକ ସଭାପତି ତାରାମଣୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି.
Read more


