ବାଲିଗୁଡ଼ା ଆଦର୍ଶ ପୋଖରୀରେ ବୋଟିଂ ବ୍ୟବସ୍ଥା ଓ କଲେଜ ନିକଟରେ ଆକର୍ଷଣୀୟ ସେଲ୍ଫି ପଏଣ୍ଟ ଉଦଘାଟିତ
ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ):ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅନୁଦାନ କ୍ରମେ ବିକାଶ ପଥରେ ଆଗରେ ଚାଲିଛି ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ । କନ୍ଧମାଳ
Read more