ବାଲିଗୁଡାରେ ରଥଯାତ୍ରା ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଦିନ ତମାମ ପ୍ରବଳ ଖରା ଓ ଗରମରେ ପବିତ୍ର ରଥଯାତ୍ରା ବହୁ ଆଡ଼ମ୍ବର ସହ ପାଳିତ ହୋଇ ଯାଇଛି।

Read more

Advertisement

ଏବେ ଏବେ